ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା କରିଛନ୍ତି । ସେ ୮୮୮୪ କୋଟିର ୨୦ଟି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ…