ଗଞ୍ଜାମରେ ବାତ୍ୟା-ବନ୍ୟା କ୍ଷୟକ୍ଷତି ଦେଖିଲେ ମୁଖ୍ୟମନ୍ତ୍ରୀ, ଫସଲ ନଷ୍ଟର କଲେ ଅନୁଧ୍ୟାନ
ଛତ୍ରପୁର,୨୩।୧୧(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବାତ୍ୟା ଓ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବାକୁ ଆଜି ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ରାଜସ୍ୱ ଓ…

