ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ରାଜନୀତି ନୁହେଁ….
ଭୁବନେଶ୍ୱର: କୋରାପୁଟ ଜିଲାର କୋଟିଆ ନେଇ ଦୀର୍ଘଦିନ ଧରି ଆନ୍ତଃରାଜ୍ୟ ସୀମା ବିବାଦ ଲାଗି ରହିଛି । ଏହି ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସମ୍ବେଦନଶୀଳ ପ୍ରସଙ୍ଗର ସମାଧାନ…

