ବାତ୍ୟା ମୁକାବିଲାର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…
ଭୁବନେଶ୍ୱର, ୨୯।୧୦ (ସୁନିତ୍ ମିଶ୍ର): ବାତ୍ୟା ଅର୍ଣ୍ଣବକୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟାକୁ ନେଇ ଏକାଧିକ ସମୀକ୍ଷା ବୈଠକ କରାଯାଇଛି।…
ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ରାଜନୀତି ନୁହେଁ….
ଭୁବନେଶ୍ୱର: କୋରାପୁଟ ଜିଲାର କୋଟିଆ ନେଇ ଦୀର୍ଘଦିନ ଧରି ଆନ୍ତଃରାଜ୍ୟ ସୀମା ବିବାଦ ଲାଗି ରହିଛି । ଏହି ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସମ୍ବେଦନଶୀଳ ପ୍ରସଙ୍ଗର ସମାଧାନ…
‘ଇଣ୍ଡିଆ କେମ୍ ୨୦୨୬’ର ୧୪ତମ ସଂସ୍କରଣ ଉଦ୍ଘାଟିତ, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୩ା୧୦(ସୁନିତ୍ ମିଶ୍ର): ମୁମ୍ବାଇର ବମ୍ବେ ଏକ୍ଜିବିସନ୍ ସେଣ୍ଟରଠାରେ ଗୁରୁବାର ‘ଇଣ୍ଡିଆ କେମ୍ ୨୦୨୬’ର ୧୪ତମ ସଂସ୍କରଣ ଉଦ୍ଘାଟନ ହୋଇଯାଇଛି । କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଏବଂ ‘ଫିକି’ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ୩ ଦିନିଆ ଶିଳ୍ପ…
ଯୁବ ନେତୃତ୍ବ ସମାବେଶରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଗରିବ ଝିଅଙ୍କୁ ଲକ୍ଷେ ଟଙ୍କା….
କଟକ,୧୯।୧୦(କାର୍ତ୍ତିକ ସାହୁ): ଗଣତନ୍ତ୍ରର ପ୍ରକୃତ ଶକ୍ତି ହିଁ ଯୁବବର୍ଗ। ଶାନ୍ତିପୂର୍ଣ୍ଣ ଭାବେ ଛାତ୍ରସଂସଦ ନିର୍ବାଚନ ସାରି ଆମ ଯୁବଶକ୍ତି ପୂର୍ବ ସରକାରଙ୍କୁ ମୁହଁତୋଡ଼ ଜବାବ ଦେଇଛି । ଏହି ବିଜୟ କେବଳ ଏକ ନିର୍ବାଚନୀ ବିଜୟ ନୁହେଁ, ବରଂ ଏହା ହେଉଛି…
ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ତାଙ୍କୁ ଦାୟିତ୍ବ ଦିଆଯାଇଛି । ସେ ମୁଖ୍ୟମନ୍ତ୍ରୀଙ୍କ ବିଶ୍ବସ୍ତ ରହିଥିବା ନେଇ ଚର୍ଚ୍ଚା…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ
ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଖୋଲାଯିବନି କୌଣସି ନୂଆ ମଦ ଦୋକାନ । ମୁଖ୍ୟମନ୍ତ୍ରୀ ମୋହନ…
ଜୋରଦାର ଚର୍ଚ୍ଚା, ଆଜି ଦିଲ୍ଲୀ ଗସ୍ତରେ ଯିବେ ମୋହନ-ନବୀନ
ଭୁବନେଶ୍ବର,୧।୯(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଅପରାହ୍ଣ ୩ଟା ୩୦ରେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଜଳ ଶକ୍ତିମନ୍ତ୍ରଣାଳୟ ପକ୍ଷରୁ ଜଳ ସୁରକ୍ଷା ନେଇ ବୁଧବାର ହେବାକୁ ଥିବା…
ଗ୍ରେଟର ହାଇଦ୍ରାବାଦ୍ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ ଦେଇଛନ୍ତି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ସୋମବାର ଆୟୋଜିତ ରାଜ୍ୟସ୍ତରୀୟ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସ୍ସି, ଏସ୍ଟି ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବନି…
ଭୁବନେଶ୍ୱର,୧ା୯(ସୁନିତ୍ ମିଶ୍ର): ରାଜ୍ୟର ଅନୁସୂଚିତ ଜାତି (ଏସ୍ସି) ଓ ଅନୁସୂଚିତ ଜନଜାତି (ଏସ୍ଟି) ବର୍ଗର ମେଧାବୀ ଗରିବ ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି। ସରକାରୀ ମେଡିକାଲ ଓ ଇଞ୍ଜିନିଅରିଂ କଲେଜଗୁଡ଼ିକରେ ନାମଲେଖା (ଆଡ୍ମିଶନ) ବେଳେ ଏବଂ ଆଡ୍ମିଶନର ପ୍ରଥମ ୬ ମାସ…
ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା
ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସଂମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ ଟଙ୍କା କାଟିବା ପାଇଁ…
ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ
ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦଶରଥପୁର ବ୍ଲକର ବିଭିନ୍ନ ବନ୍ୟାଞ୍ଚଳକୁ ମୋଟରଚାଳିତ…
ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….
ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନରେ…

