Tag Archives: Mohan Majhi

‘୧୦୯’ ଶବବାହନ ସେବା: ଖୁବ୍‌ଶୀଘ୍ର ରାଜ୍ୟବାସୀଙ୍କ ପାଇଁ ଆରମ୍ଭ କରିବେ…

ଭୁବନେଶ୍ୱର,୨୭ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ମାଗଣା ‘୧୦୯’ ଶବବାହନ ସେବା ଆରମ୍ଭ କରାଯିବ। ଏନେଇ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାଥମିକ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଜୁଲାଇ ୨ରେ ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହାର ଚୂଡ଼ାନ୍ତ…

ନୂଆ ବାସଭବନକୁ ଗଲେ ମୁଖ୍ୟମନ୍ତ୍ରୀ: ପ୍ରଥମେ ଏହି ଘରେ ରହିଥିଲେ ନନ୍ଦିନୀ ଶତପଥୀ

ଭୁବନେଶ୍ୱର, ୭ା୩(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ନୂଆ ସରକାରୀ ବାସଭବନରେ ଗୃହପ୍ରବେଶ କରିଛନ୍ତି। ଭୁବନେଶ୍ୱର ଗଭର୍ନର ହାଉସ୍‌ ଛକରୁ ଏଜି ଛକ ଯିବା ରାସ୍ତାର ବାମପାର୍ଶ୍ୱରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିର୍ମିତ ଏହି ବାସଭବନକୁ ଗତ ୨୫ ବର୍ଷ ହେଲା…

ସୋନିଆ-ରାହୁଲଙ୍କ Poor କଥା: ଟାର୍ଗେଟ କଲେ ମୋହନ ମାଝୀ, ଶୁଣିକି ସମସ୍ତେ ତାଜୁବ!

ଭୁବନେଶ୍ୱର,୩୧।୧: ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି। ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏହି ମାନଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ମିଳିବ। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

୨୦୨୯ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବ ୩.୫ ଲକ୍ଷରୁ ଅଧିକ ନିଯୁକ୍ତି: ରାଜ୍ୟପାଳ

ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭହ ହୋଇଥିବା ବିଧାନସଭା ଅଧିବେଶନରେ ରାଜ୍ୟପାଳ ରଘୁବର ଦାସ ଗୃହରେ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ୱାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ୱ ଦେବା ନେଇ କହିଛନ୍ତି। ଆସନ୍ତା ୨୦୨୯ ସୁଦ୍ଧା ରାଜ୍ୟରେ…

ଭଙ୍ଗା ହୃଦୟରେ ମୋହନଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୧୧।୭: ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ। ଏକ ଲମ୍ବା ଚିଠିରେ ଏହି ଘଟଣା ତାଙ୍କ ହୃଦୟକୁ କଷ୍ଟ ଦେଇଥିବା ନବୀନ ଲେଖିଛନ୍ତି।…

ଚାଷୀଙ୍କୁ ଦଲାଲ ମୁକ୍ତ କରାଯିବ: ମୁଖ୍ୟମନ୍ତ୍ରୀ

ଚମ୍ପୁଆ/ଝୁମ୍ପୁରା,୨୫।୬ (ମହେଶ୍ୱର ଦାସ/ଶଶିଭୂଷଣ ସାହୁ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜିଲା କେନ୍ଦୁଝରକୁ ମୋହନ ଚରଣ ମାଝୀ ୨ ଦିନିଆ ଗସ୍ତରେ ଆସିଛନ୍ତି। ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟି ରାଇକଳାକୁ ଯାଇଛନ୍ତି। ଏହି ଅବସରରେ ଝୁମ୍ପୁରା…

ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଳିଙ୍ଗ ଷ୍ଟାଡିୟମଠାରେ ସକାଳ ୭ଟାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଜ୍ୟମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ଏମ୍‌ପି ଓ…

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା…

ପ୍ରଥମ କ୍ୟାବିନେଟରେ ମୋହନ ସରକାରଙ୍କ ବଡ଼ ନିଷ୍ପତି, ୪ଟି ପ୍ରସ୍ତାବ ଉପରେ ମୋହର

ପୁରୀ,୧୨ା୬: ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। କ୍ୟାବିନେଟ୍ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଗୁରୁବାର ସକାଳେ ମଙ୍ଗଳ ଆଳତି ସମୟରେ ଖୋଲିବ ପୁରୀ ଶ୍ରୀମନ୍ଦିରର ୪…

ନୂଆ ମୁଖ୍ୟମନ୍ତ୍ରୀ ମୋହନଙ୍କ ସହ ସନାତନ ମୁହାକୁଡ଼ଙ୍କ ଫଟୋକୁ ନେଇ ଚର୍ଚ୍ଚା

କେନ୍ଦୁଝର,୧୨ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ନେତୃତ୍ୱ ରାଜ୍ୟରେ ମୋହନ ମାଝି ମୁଖ୍ୟମନ୍ତ୍ରୀ ହେବା ପରେ ତାଙ୍କୁ ଶୁଭେଚ୍ଛାର ବାର୍ତ୍ତାର ସୁଅ ପହଞ୍ଚିଛି। ଏପରିକି ରାତି ତମାମ କେନ୍ଦୁଝର ଭାଜପା ନେତା, କର୍ମୀ, ସମର୍ଥକଙ୍କ ଭିଡ ମୋହନ ମାଝିଙ୍କ ପାଖରେ ଭିଡ଼ ଜମିଥିଲା।…

ଶପଥ ଗ୍ରହଣ ପରେ ପ୍ରଥମ କ୍ୟାବିନେଟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୧୨ା୬: ଶପଥ ଗ୍ରହଣ ପରେ ବୁଧବାର ଲୋକସେବା ଭବନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଏହାସହିତ ମନ୍ତ୍ରିମଣ୍ଡଳର ପ୍ରଥମ କ୍ୟାବିନେଟ ବୈଠକର ମଧ୍ୟ ଅଧ୍ୟକ୍ଷତା କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ୨ ଉପମୁଖ୍ୟମନ୍ତ୍ରୀ, ସମସ୍ତ କ୍ୟାବିନେଟ ମନ୍ତ୍ରୀ ସାମିଲ ରହିଥିଲେ। ଲୋକସେବା ଭାବନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri