ଆସନ୍ତା ଶୁକ୍ରବାର ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ; ରହିଛି ବଡ଼ ବୈଠକ ଭୁବନେଶ୍ୱର,୨୪ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୭ତାରିଖ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସମସ୍ୟା…