Tag Archives: mohan yadav

ଖୁସିରେ ବିଭୋର ମୁଖ୍ୟମନ୍ତ୍ରୀ: ପୁଣି କୁନୋ ଜାତୀୟ ଉଦ୍ୟାନରେ ଜନ୍ମ ନେଲେ ୨ ଚିତା ଛୁଆ

ନୂଆଦିଲ୍ଲୀ,୪।୨: ପୁଣି କୁନୋ ଜାତୀୟ ଉଦ୍ୟାନରେ ଖେଳିଯାଇଛି ଖୁସିର ମାହୋଲ। ଏଠାରେ ୨ଟି ଚିତା ଛୁଆ ଜନ୍ମ ନେଇଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଯାଦବ କହିଛନ୍ତି, ମଧ୍ୟପ୍ରଦେଶରେ ଚିତାଙ୍କ ସଂଖ୍ୟା ନିରନ୍ତର ବୃଦ୍ଧି ପାଉଛି। ଚିତାଙ୍କ ସଂଖ୍ୟା ବୃଦ୍ଧି ସହିତ,…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ୨୩୩ କୋଟିର ବିମାନ, ମନ୍ତ୍ରୀଙ୍କ ପାଇଁ କିଣାଗଲା ଦାମୀ ଗାଡ଼ି

ଭୋପାଳ,୧୦।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ପାଇଁ କିଣାଯିବ ବିମାନ। ଏହାର ମୂଲ୍ୟ ୨୦୦ କୋଟିରୁ ଊର୍ଦ୍ଧ୍ୱ ବୋଲି କୁହାଯାଉଛି। ଏଥିସହ ମନ୍ତ୍ରୀମାନଙ୍କ ପାଇଁ ଦାମୀ ଗାଡ଼ି ମଧ୍ୟ କିଣାଯାଇସାରିଛି। ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ମନ୍ତ୍ରୀମାନଙ୍କୁ ତାହା ଯୋଗାଇ…

ପୁରୀ ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ଦର୍ଶନ କଲେ ତିନି ରାଇଜ ମୁଖ୍ୟ

ପୁରୀ,୧୨ା୬: ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ଆସିଥିବା ଭାଜପା ଶାସିତ ମୁଖ୍ୟମନ୍ତ୍ରୀମାନେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କୁ ସପରିବାର ଦର୍ଶନ କଲେ ତିନି ରାଇଜର ମୁଖ୍ୟ। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ,…

ଭାଇଙ୍କୁ ମିଳିଲାନି ‘ମୁଖ୍ୟମନ୍ତ୍ରୀ’ ପଦ, ଭାବପ୍ରବଣ ହେଲେ ଭଉଣୀ

ଭୋପାଳ,୧୨।୧୨: ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ମୋହନ ଯାଦବ। ଭାଜପା ବିଧାୟକ ଦଳ ବୈଠକରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏହି ପଦ ପାଇଁ ମୋହନ ଯାଦବଙ୍କ ନାମ ରଖିଥିଲେ। ବର୍ତ୍ତମାନ ଏହି ସମୟରେ…

ବୁଧବାର ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ

ନୂଆଦିଲ୍ଲୀ,୧୧ା୧୨: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପଦ ପାଇଁ ମୋହନ ଯାଦବଙ୍କ ନାଁ’ରେ ଭାଜପାର କେନ୍ଦ୍ରୀୟ ନେତୃତ୍ୱ ମୋହର ମାରିଛନ୍ତି। ଆସନ୍ତା ବୁଧବାର ପୂର୍ବାହ୍ନ ୧୧ ଟା ୩୦ ମିନିଟ ସମୟରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ସହିତ ମଧ୍ୟପ୍ରଦେଶରେ ଆରମ୍ଭ…

କିଏ ସେହି ମୋହନ ଯାଦବ? ଜାଣନ୍ତୁ କାହିଁକି ଭାଜପା ତାଙ୍କ ଉପରେ କଲା ଭରସା

ଭୋପାଳ,୧୧।୧୨: ମୁଖ୍ୟମନ୍ତ୍ରୀ ନାଁ ବାଛିବା ପାଇଁ ସୋମବାର ମଧ୍ୟପ୍ରଦେଶରେ ଭାଜପାର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବିଧାୟକମାନେ ମୋହନ ଯାଦବଙ୍କ ନାମକୁ ଅନୁମୋଦନ କରିଛନ୍ତି। ମୋହନ ଉଜୈନ ସାଉଥରୁ ବିଧାୟକ ଅଛନ୍ତି। ସେ ଶିବରାଜ ସିଂ ଚୌହାନ…

ମୋହନ ଯାଦବ ହେବେ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ

ଭୋପାଳ,୧୧।୧୨:ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଭାଜପା ବିଧାୟକ ଦଳର ବୈଠକରେ ମୋହନ ଯାଦବଙ୍କ ନାଁରେ ମୋହର ବାଜିଛି। ସେ ଶିବରାଜ ସିଂ ଚୌହାନଙ୍କ ସ୍ଥାନ ନେବେ। ଏହାସହ ରାଜ୍ୟରେ ୨ ଉପମୁଖ୍ୟମନ୍ତ୍ରୀ ଭାବେ ଜଗଦୀଶ ଦେଓଡା ଏବଂ ରାଜେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?