୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ…. ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯ ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ସୂଚନା…