ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି
ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ସାନଖଣି ଗାଁରେ । ସୂଚନା ଅନୁସାରେ, ସୋମବାର ପୂର୍ବାହ୍ନ ସମୟରେ ଗାଁର ବାସନ୍ତୀ…
ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ
ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର ଓ ଖ୍ରୀଷ୍ଟପୂର୍ ଗାଁରେ ୬ ଜଣଙ୍କ ଘରର ଟିଣ ଛପର ଉଡିଯାଇଥିବା ବେଳେ…
ଜିରାଙ୍ଗ ବୌଦ୍ଧ ମନ୍ଦିର ପରିଦର୍ଶନ କଲେ ରାଜ୍ୟପାଳ, ବୁଦ୍ଧଙ୍କ ନିକଟରେ କଲେ….
ମୋହନା,୯।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଗସ୍ତରେ ମହାମହିମ ରାଜ୍ୟପାଳ । ରାଜ୍ୟପାଳ ମହେନ୍ଦ୍ରଗିରିରେ ଆୟୋଜିତ ମହେନ୍ଦ୍ରମେଳାରେ ଯୋଗ ଦେବା ପରେ ସେଠାରୁ ଜିରାଙ୍ଗ ସ୍ଥିତ ବୌଦ୍ଧ ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ବଡ ଗୁରୁଜୀ ଜିଗମେ ରିମ୍ପୋଚେ…
ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ
ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି । ହଠାତ ପ୍ରବଳ ବେଗରେ ପବନ ବହିବାରୁ ଗ୍ରାମର କାନ୍ଦୁରୁ ନାୟକଙ୍କ ଘରର…
ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି
ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ । ପାଣିଗଣ୍ଡା ଗାଁର ଦୁଇ ଯୁବକ ମୋହନା…
ମୋହନା ମେଡିକାଲ ଇନ୍ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ
ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ଜୟ ପଣ୍ଡାଙ୍କ ସରକାରୀ ଵାସ ଗୃହର ଗେଟରେ ତାଲା…
ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…
ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ । ସୂଚନା ପ୍ରକାରେ ଶନିବାର ସକାଳ ସମୟରେ ଅଡବା ପୋଲିସ୍ ପେଟ୍ରୋଲିଂ କରିବା ସମୟରେ…
ପ୍ରେମ ସମ୍ପର୍କକୁ ନେଇ ଗାଁରେ ଗୁଳିମାଡ଼ କଲେ ପ୍ରେମିକ, ଫେରାର ହୋଇଯିବା ବେଳେ ଗୋଡ଼ାଇ ଗୋଡ଼ାଇ…
ମୋହନା୫ା୧( ମନ୍ମଥ ମିଶ୍ର ): ପ୍ରେମ ସମ୍ପର୍କକୁ ନେଇ ଯୁବକକୁ ଗୁଳିମାଡ଼ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଢେପାସାହି ଗାଁରେ। ଗାଁରେ ଦୀର୍ଘଦିନ ଧରି ପ୍ରେମ ସମ୍ପର୍କକୁ ନେଇ ବିବାଦ ଲାଗି…
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର ଅନେକ ପଞ୍ଚାୟତ ଦୁର୍ଗମ ଅଞ୍ଚଳରେ ରହିଥିବା ବେଳେ କିଛି ଗ୍ରାମ ଗୁଡିକ ଜଙ୍ଗଲ ପାହାଡ଼…
Archives


