କଂଗ୍ରେସରୁ ବିଦା ହେଲେ ମୋକିମ ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି। ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି। ଦଳୀୟ ନେତୃତ୍ୱକୁ...