ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି। ଏହାର ଟ୍ରେଲର ମଧ୍ୟ ମୁକ୍ତିଲାଭ କରିଛି। ଟ୍ରେଲର ଦେଖିବା ପରେ ଦର୍ଶକ ମୋନାଲିସାଙ୍କ…