ବ୍ୟାଙ୍କରୁ ଟଙ୍କା ଉଠାଇ ଆସିବାବେଳେ ଲୁଟ୍: ବ୍ୟବସାୟୀଙ୍କଠାରୁ ଅଭିନବ ଉପାୟରେ ଟଙ୍କାଭର୍ତ୍ତି ବ୍ୟାଗ୍ ଝାମ୍ପିନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୪ା୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ-ଧାନଘର ଗାଁ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତାରେ ଜଣେ ବ୍ୟବସାୟୀ କୁଞ୍ଜନ ପାଢ଼ୀଙ୍କ ଠାରୁ ୬୦ ହଜାର ଟଙ୍କା ଥିବା ହ୍ୟାଣ୍ଡ ବ୍ୟାଗକୁ ବୁଧବାର ମଧ୍ୟାହ୍ନରେ କିଛି ଦୁର୍ବୃତ୍ତ ଅଭିନବ ଉପାୟରେ କୌଶଳକ୍ରମେ ଲୁଟି…
ଏହି ୫ କ୍ଷେତ୍ରରେ ହୋଇଯାଆନ୍ତୁ କଞ୍ଜୁସ୍, ଆକାଉଣ୍ଟରେ ରହିବ ଖାଲି ଟଙ୍କା ହିଁ ଟଙ୍କା
ପ୍ରାଚୀନ ଭାରତର ଜଣେ ମହାନ ରାଜନୀତିଜ୍ଞ, ଦାର୍ଶନିକ ଏବଂ କୂଟନୀତିଜ୍ଞ ଥିଲେ। ତାଙ୍କର ବୁଦ୍ଧି ଏବଂ ଦୂରଦର୍ଶୀ ଚିନ୍ତାଧାରା ଯୋଗୁ ତାଙ୍କୁ ଭାରତୀୟ ଇତିହାସର ଜଣେ ସର୍ବଶ୍ରେଷ୍ଠ ପ୍ରତିଭା ଭାବରେ ଗ୍ରହଣ କରାଯାଏ। ଚାଣକ୍ୟ ନୀତି ଅନୁସାରେ ପାଞ୍ଚଟି କ୍ଷେତ୍ର ବିଷୟରେ…
ଚାଷୀଙ୍କ ପାଇଁ ଖୁସି ଖବର: ଆକାଉଣ୍ଟକୁ ଗଲା ଟଙ୍କା, ତୁରନ୍ତ କରି ନିଅନ୍ତୁ ଚେକ୍…
ନୂଆଦିଲ୍ଲୀ,୩୦ା୧୦: ଦେଶର ଅନ୍ନଦାତାଙ୍କ ଆର୍ଥିକ ସଶକ୍ତୀକରଣ ଦିଗରେ ଆଉ ଗୋଟିଏ ବଡ଼ ପଦକ୍ଷେପ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (ପିଏମ-କିଷାନ) ଯୋଜନାର ୨୪ ତମ କିସ୍ତି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଗୁଜରାଟର ବନାସକାଣ୍ଠା ଜିଲାରେ…
ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…
ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଯୋଗଦାନ କରି…
ନିଟ୍ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…
କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍ ପରୀକ୍ଷାରେ ସଫଳତା ହାସଲ କରିବା ଅଞ୍ଚଳ ପାଇଁ ଗର୍ବର ବିଷୟ ପାଲଟିଛି। ହେଲେ ଡାକ୍ତରୀ ପାଠ ପଢ଼ିବା ପାଇଁ…
୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯିବ।…
ଷ୍ଟେଶନ ମାଷ୍ଟର ଭାବରେ ନିଜକୁ ପରିଚୟ ଦେଇ ନେଇ ଚାଲିଥିଲେ ଟଙ୍କା, ଏମିତି ପଡ଼ିଲେ ଧରା…
କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ଠକେଇ ମାମଲାରେ ଜଣେ ନକଲି ରେଳ ଅଧିକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ରାଜ କୁମାର ପୂର୍ତ୍ତି (୩୧)। କେନ୍ଦୁଝରର ଜଣେ ମହିଳାଙ୍କ ଅଭିଯୋଗ ଆଧାରରେ ପୋଲିସ କେସ୍…
କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଜଗନ୍ନାଥପ୍ରସାଦ,୨୦ା୬(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ପୁଣି କାୟା ମେଲାଇଲେଣି ଚୋର ନିଦ ହଜାଇଲାଣି ଚୋରି ଖବର ବଡ଼ଦାଣ୍ଡ ସାହିରୁ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଓ ନଗଦ ଟଙ୍କା ଲୁଟ୍, ଥାନାରେ ଏତଲା ସ୍ଥାନୀୟ ଅଞ୍ଚଳରେ ସହରରେ ପୁଣି ସକ୍ରିୟ…
ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…
ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ ଦଣ୍ତସେନା ନାମକ ଜଣେ ବ୍ୟକ୍ତି ଟଙ୍କା ଠକି ନେଇଥିଲେ। ଏବିଷୟରେ କେସିଙ୍ଗା ସିଡିପିଓ…
SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍ ଦେଇ ନେଇପାରିବେ ଏତିକି ଟଙ୍କା…
ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି। ଜଣେ ବ୍ୟକ୍ତି ସର୍ବାଧିକ ୩୦୦୦ ଟଙ୍କା ପର୍ଯ୍ୟନ୍ତ ଖୁଚୁରା ଟଙ୍କା ଓ କଏନ…
ଏବେ ବି ବଞ୍ଚିଛି ମାନବିକତା: ରାସ୍ତାରୁ ମିଳିଥିବା ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ନାଏବ ସରପଞ୍ଚ
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ନାଏବ ସରପଞ୍ଚ ନରସିଂହପୁର ଗ୍ରାମର ଜି.ଶେଖର ଦୋରା ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ମନିପର୍ସକୁ ଫେରାଇ ପ୍ରଶଂସା ସାଉଣ୍ଟିଛନ୍ତି। ଶେଖର ବାଇକ୍ ଯୋଗେ ବ୍ରହ୍ମପୁର ନିକଟ ଲାଞ୍ଜିଆ ଗ୍ରାମକୁ…
ଶଟର ପକାଇ ଜଗି ରହୁଛନ୍ତି ବାଉନ୍ସର, ଭିତରେ ବାର୍ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା
ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର। ଆଗରେ ବାଉନ୍ସର ଶଟର ପକାଇ ଜଗି ରହୁଥିବାବେଳେ ଭିତରେ ଜମୁଛି ରଙ୍ଗିନ ରାତି।…

