Tag Archives: money

ସୁଭଦ୍ରାକୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏକାଥରକେ ମିଳିବ…

ଭୁବନେଶ୍ୱର,୧୦ା୯: ସୁଭଦ୍ରା ଯୋଜନାକୁ ନେଇ ବୁଧବାର ପୁଣି ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯୋଗ୍ୟ ହିତାଧିକାରୀ ନିଶ୍ଚିତ ସୁଭଦ୍ରା ଯୋଜନାର ସହାୟତା ରାଶି ପାଇବେ। କାହିଁକି ଉକ୍ତ ଯୋଜନାରୁ ବଞ୍ଚିତ ହେଲେ ତାହାର ତର୍ଜମା…

ଗୋଟିଏ ଦିନରେ କେତେ ଟଙ୍କା ଖର୍ଚ୍ଚ କରନ୍ତି ଅମ୍ବାନୀ ପରିବାର, ଜାଣିଲେ ଉଡ଼ିଯିବ ହୋସ୍‌

ଯେତେବେଳେ ଦେଶର ସବୁଠାରୁ ଧନୀ ଏବଂ ପ୍ରସିଦ୍ଧ ପରିବାର ବିଷୟରେ ଆଲୋଚନା ହୁଏ ସେତେବେଳେ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାରଙ୍କ ନାଁ ପ୍ରଥମରେ ଆସେ। କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଏହି ପରିବାରର ଜୀବନଶୈଳୀ, ରାଜକୀୟ ଚଳଣି ଏବଂ…

ବିବାହ ଟିକେଟ ବିକି ୧.୧୬ କୋଟି ରୋଜଗାର କଲେ ନବ ଦମ୍ପତି, ପୂରା ଘଟଣା ଜାଣିଲେ…

ୱାଶିଂଟନ: ସାମ୍ପ୍ରତିକ ସମୟରେ ବିବାହ ଅତ୍ୟନ୍ତ ବ୍ୟୟବହୁଳ ହେବା ସହ ଏହାର ଖର୍ଚ୍ଚ ବଢ଼ି ଚାଲିଥିବାବେଳେ ଏକ ଆମେରିକୀୟ ନବ ଦମ୍ପତି ନିଜ ବିବାହର ଟିକେଟ୍‌ ବିକ୍ରି କରି ଏହାକୁ ଏକ ଇଭେଣ୍ଟରେ ପରିଣତ କରିଛନ୍ତି। ଏହି ପ୍ରକ୍ରିୟାରେ ଉଭୟେ ୧,୩୨,୫୫୦…

ଘାଟିରେ ସରିଗଲା ପେଟ୍ରୋଲ, ଅଟୋ ଭଡ଼ା କରି ଟାଙ୍କିକୁ ଆସିଲେ ଆଦିବାସୀ ଚାଷୀ, କହିଲେ ୨୦୦ ଟଙ୍କାର ତେଲ ପାଇଁ…

ଦାରିଙ୍ଗବାଡ଼ି,୨୮ା୭(ଅରୁଣ ସାହୁ): ରାଜ୍ୟ ସରକାର ପ୍ଲାଷ୍ଟିକ୍‌ ବୋତଲ, ଜାର୍‌ରେ ପେଟ୍ରୋଲ ଦେବାକୁ ସମସ୍ତ ପେଟ୍ରୋଲ ଟାଙ୍କିକୁ ବାରଣ କରିଛନ୍ତି। ତେବେ ଏହାକୁ ନେଇ ଦୁର୍ଗମ ଅଞ୍ଚଳର ଚାଷୀ ମୂଲିଆଙ୍କ ସମେତ ସରକାରୀ ଓ ବେସରକାରୀ କର୍ମଚାରୀମାନେ ହଇରାଣ ହରକତ ହେଉଥିବା ଦେଖିବାକୁ…

ଜଳିଗଲା ୮ ବଖରା: ନଗଦ ଟଙ୍କା ସହ ସବୁ ଆସବାବପତ୍ର ପୋଡ଼ି ପାଉଁଶ

ଖଲ୍ଲିକୋଟ,୨୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ରବିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୮ ବଖରା ଘର ନଷ୍ଟ ହେବା ସହ ଲକ୍ଷାଧିକ ଟଙ୍କା ଏବଂ ଆସବାବପତ୍ର ପୋଡ଼ି…

ମାଟିତଳେ ୩୫ ଲକ୍ଷ ଟଙ୍କା ପୋତିଥିଲେ ମାଓବାଦୀ

ରାଞ୍ଚି/ବଣାଇଁ ୨୭ା୭(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ସୀମାନ୍ତ ଚାଇଁବସାର ସରଣ୍ଡା ଜଙ୍ଗଲରୁ ମିଳିଲା ପୁଳାପୁଳା ଟଙ୍କା ବିଡ଼ା। ସରଣ୍ଡା ଜଙ୍ଗଲରେ ମାଟି ତଳେ ମାଓବାଦୀମାନେ ଟଙ୍କା ଲୁଚାଇ ରଖିଥିବା ନେଇ ଗୋଇନ୍ଦା ବିଭାଗ ସୂଚନାକୁ ଭିତ୍ତି କରି ଗତକାଲି ସରଣ୍ଡାରେ କମ୍ବିଂ ଅପରେଶନ ସହିତ…

ଧାନ ଗୋଦାମ ଅଫିସରୁ ଆଜ୍‌ବେଷ୍ଟସ୍‌ ଭାଙ୍ଗି ୨୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୪ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସାଧୁପଡ଼ା ଛକ ନିକଟରେ ଥିବା ଅରବିନ୍ଦ ଦାଶଙ୍କ ଧାନ ଗୋଦାମର ଆଜବେଷ୍ଟସ୍‌ ତାଡ଼ି କେହି ଦୁର୍ବୃତ୍ତ ମଙ୍ଗଳବାର ରାତ୍ରି ଟେବୁଲ ଡ୍ର’ରୁ ନଗଦ ୨୦ହଜାର ଟଙ୍କା ଲୁଟି ନେଇଛନ୍ତି। ତେବେ ଅଫିସ ଡ୍ର’…

ଟଙ୍କା ବଣ୍ଡଲରେ ପେପର କଟିଂ ରଖି ଲୋକଙ୍କୁ ଚକ୍‌ମା ଦେଇ ଠକୁଥିଲେ, ବନ୍ଧା ହେଲେ ୫

ଭୁବନେଶ୍ୱର,୧।୬: ଭୁବନେଶ୍ୱର କମିଶନରେଟ୍‌ ପୋଲିସ ରବିବାର ଏକ ଠକେଇ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଗ୍ୟାଙ୍ଗର ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି। ସମ୍ପୃକ୍ତ ଗ୍ୟାଙ୍ଗ ନୟାପଲ୍ଲୀ ଏବଂ ଭରତପୁର ଅଞ୍ଚଳରୁ ୧୦ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ…

ATMରୁ ବାହାରୁଛି କାଗଜ ସିଲ୍‌ ଲଗା ନୋଟ୍‌, ଟଙ୍କା ଉଠାଇ…

ଗଞ୍ଜାମ,୨୫ା୫(ବିଦ୍ୟାଧର ସାହୁ): ହୁମ୍ମା ଷ୍ଟେଟ୍‌ ବ୍ୟାଙ୍କ ସମ୍ମୁଖରେ ଥିବା ATMରୁ ବାହାରୁଛି କାଗଜ ସିଲ୍‌ ଲଗା ଯାଇଥିବା ନୋଟ୍‌। ଗତ ଶୁକ୍ରବାର ବାଲିବଗଡ଼ ଗ୍ରାମର ରଜନୀ କାନ୍ତ ସ୍ବାଇଁ ଏଟିଏମ୍‌ରୁ ଟଙ୍କା ବାହାର କରିଥିଲେ। ୫୦୦ ଟଙ୍କିଆ ନୋଟ୍‌ଗୁଡ଼ିକରେ କାଗଜ ସିଲ୍‌…

ଭତ୍ତା ଖାତାରେ ୧୪୦୦ ଟଙ୍କା, ହିତାଧିକାରୀଙ୍କୁ ମିଳିଛି ୧୨୦୦ ଟଙ୍କା, ପଚାରିବାରୁ…

ତୁମୁଡ଼ିବନ୍ଧ,୨୩ା୫(ଦୀପକ କୁମାର ପରାସେଠ୍‌): ଗ୍ରୀଷ୍ମ ପ୍ରଭାବରେ ଭତ୍ତା ହିତାଧିକାରୀଙ୍କ ସୁରକ୍ଷାକୁ ନେଇ ସରକାର ଚଳିତ ମାସ ଜୋତା ଓ ଛତା ପାଇଁ ୪୦୦ଟଙ୍କା ମିଶାଇ ଭତ୍ତା ବଣ୍ଟନ କରା ଯିବା ପାଇଁ ନିର୍ଦ୍ଦେଶ ରହି ଥିବାବେଳେ ଖାତାରେ ୧୪୦୦ ଟଙ୍କା ଲେଖାଯାିଛି।…

ଘରେ ପଇସା ରଖନ୍ତି ନାହିଁ ମହିଳା, ଜାଣନ୍ତୁ ଏହା ପଛର ମୁଖ୍ୟ କାରଣ…

ଭବାନୀପାଟଣା,୨୮।୪ (ଉତ୍ତମ କୁମାର ଦାଶ): ପୁରାତନ କାଳରେ ଯେତେବେଳେ ଟଙ୍କାର ପ୍ରଚଳନ ନ ଥିଲା ସେତେବେଳେ ମଣିଷ ନିଜର ଦୈନନ୍ଦିନ ଜୀବନର ଚାହିଦା ମେଣ୍ଟାଇବା ପାଇଁ ଦ୍ରବ୍ୟର ଆଦାନ ପ୍ରଦାନ ମାଧ୍ୟମରେ ବିପଣନ କରୁଥିଲା। ଏହି କ୍ରମରେ ନିଜ ପାଖରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri