ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍ ହେଲାଣି ବନ ବିଭାଗ ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ ପୁଇଁତୋଳାର ୪ ଜଣ ଏବଂ ତ୍ରିବେଣୀ ମଠ ଛକର ଜଣେ ନବବଧୂ ଆହତ...