ପାସ୍ ହେଲା ନୂଆ ଆଇନ୍: ଏଣିକି ଆଉ ଗୋଟିଏ ବିବାହ ନୁହେଁ, ଏକାସାଙ୍ଗେ ୩-୪ ଜଣଙ୍କୁ କରିହେବ ବିବାହ, ଜାଣନ୍ତୁ…
ଆମେରିକାରୁ ପ୍ରେମ ସମ୍ପର୍କକୁ ନେଇ ଏକ ଖବର ଆସିଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସ୍ବାମୀ-ସ୍ତ୍ରୀଙ୍କ ପୁରୁଣା ଫର୍ମୂଲା ଆଉ ପ୍ରଯୁଜ୍ୟ ହେବ ନାହିଁ। କାଲିଫର୍ନିଆର ଏକ ସହର ତିନି କିମ୍ବା ଚାରି ଜଣଙ୍କ ସହିତ ବହୁପ୍ରାଣିତ ସମ୍ପର୍କକୁ ଆଇନଗତ…

