ଏକଚାଟିଆ ବ୍ୟବସାୟ ଭାରତରେ ଗତ ୫ ଦିନ ହେବ ଯେଉଁଭଳି ଭାବେ ବିମାନ ସେବାରେ ବିଭ୍ରାଟ ଦେଖାଦେଇଛି, ତାହା ଦେଶରେ ଅନ୍ୟତମ ସର୍ବାଧିକ ଆଲୋଚନାର ବିଷୟ ପାଲଟିଯାଇଛି। ଘରୋଇ ଏୟାରଲାଇନ୍ସ ଇଣ୍ଡିଗୋ ଆବଶ୍ୟକ ସେବା ଯୋଗାଇବାରେ ସମର୍ଥ ହୋଇ ନ ଥିବାରୁ ବିମାନଯାତ୍ରାରେ ଅସ୍ବାଭାବିକତା…