ଭୟଙ୍କର ହେଉଛି ଅବପାତ! ଆଜି ରାତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୫୦ରୁ ୬୦କିମି ବେଗରେ ବହିବ ପବନ ଭୁବନେଶ୍ୱର,୩୦।୫: ବାଂଲାଦେଶ ଏବଂ ପାଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଗଭୀର ଅବପାତ ଶୁକ୍ରବାର ଦୁର୍ବଳ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ଗତ ୬ ଘଣ୍ଟା ମଧ୍ୟରେ ଏହା ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ଉତ୍ତର-ପୂର୍ବ...