Tag Archives: Monsoon session

ଆଜିଠୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨୦ା୭ (ପି.ଟି.) ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଥିବାବେଳେ ଏନ୍‌ଇଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌, ଆକ୍ଟିଭିଷ୍ଟ ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କ ଅନଶନ, ଅଯୋଧ୍ୟା ରାମମନ୍ଦିରରୁ ଦାନ ଅର୍ଥ ଚୋରି ଅଭିଯୋଗ, ପେଟ୍ରୋଲରେ ଇଥାନଲ ମିଶ୍ରଣ ଏବଂ ବିଦେଶୀ ନୀତିକୁ ନେଇ…

Monsoon Session: ମୌସୁମୀ ଅଧିବେଶନ ପୂର୍ବରୁ ସରକାର ଡାକିଲେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୯ା୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସରକାର ରବିବାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବାକୁ ଯାଉଛି। ରବିବାର ସକାଳ ୧୧ଟାରେ ସଂସଦ ଭବନ ଆନେକ୍ସର ମୁଖ୍ୟ କମିଟି ରୁମରେ ଅନୁଷ୍ଠିତ…

ଆଲୋଚନାକୁ ଯିବେନି, ହୋହଲ୍ଲାକରି ବନ୍ଦ କରିବେ

ଭୁବନେଶ୍ୱର, ୧୮।୯(ସୁନିତ୍‌ ମିଶ୍ର): ବିଧାନସଭାର ମୌସୁମୀ ଅଧିବେଶନ ଗୁରୁବାରଠାରୁ ଆରମ୍ଭହୋଇ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟଦିବସ ରହିବ। ତେବେ ବିଧାନସଭାରେ ଶାସକ ଦଳକୁ ଘେରିବା ଲାଗି ବିରୋଧୀ ବିଜେଡି ବିଧାୟକ ଦଳ ବୈଠକରେ…

ମୌସୁମୀ ଅଧିବେଶନ ପାଇଁ ବିରୋଧୀ-ଶାସକ ସଜବାଜ

ଭୁବନେଶ୍ୱର,୧୨ା୯(ରବିନାରାୟଣ ଜେନା): ଚଳିତମାସ ୧୮ରୁ ୨୫ ତାରିଖ ଯାଏ ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। ଏଥିନେଇ ସେପ୍ଟେମ୍ବର ୧୬ରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବାକୁ ରହିଥିବାବେଳେ ବିରୋଧୀମାନେ ଏହି ଅଧିବେଶନ ବେଳେ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି। ଗୁରୁବାର…

ଆସନ୍ତା ୧୮ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୨୧।୮: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଅଗଷ୍ଟ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ଅଗଷ୍ଟ ୨୫ ତାରିଖ ଯାଏଁ ଚାଲିବ।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri