ଭୁବନେଶ୍ୱର,୧୩।୧୦: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଅନୁଯାୟୀ, ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷାର ପ୍ରତ୍ୟାହାର ଆରମ୍ଭ ହୋଇଛି। ଆଗାମୀ ୨-୩ ଦିନ ମଧ୍ୟରେ ଓଡ଼ିଶାର ଅବଶିଷ୍ଟ…