ପାଣିପାଗ ବିଭାଗର ବଡ଼ ଅପ୍ଡେଟ୍: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…
ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି…

