ପାଣିପାଗ ବିଭାଗର ଆକଳନ, ୨୬ରୁ ରାଜ୍ୟରେ ପ୍ରବଳ ବର୍ଷା
ଭୁବନେଶ଼୍ବର, ୨୩।୬: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଫଳରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏନେଇ ଅଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୨୦ ଜିଲାକୁ ବିଜୁଳି, ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ...
ମାଡ଼ି ଚାଲିଛି ମୌସୁମୀ, ୨୨ ରାଜ୍ୟକୁ ବର୍ଷା ଆଲର୍ଟ
ନୂଆଦିଲ୍ଲୀ, ୨୨।୬: ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବିହାର ଦେଇ ଏବେ ମୌସୁମୀ ଧିରେ ଧିରେ ଉତ୍ତର ପ୍ରଦେଶ ଆଡ଼କୁ ଅଗ୍ରସର ହେଉଛି । ଆଗାମୀ ୩-୪ ଦିନ ମଧ୍ୟରେ ଏହା ଉତ୍ତର ଆରବ ସାଗର, ଗୁଜୁରାଟ, ମହାରାଷ୍ଟ୍ରର ବର୍ଷା ହୋଇନଥିବା...
ରାଜ୍ୟର ୨୪ ଜିଲାରେ ପହଞ୍ଚିଲା ମୌସୁମୀ ବାୟୁ, ବାକି ୬ ଜିଲା…
ଭୁବନେଶ଼୍ବର, ୨୧।୦୬: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେଉଛି । ଏହାର ପ୍ରଭାବରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ରାଜ୍ୟର ୨୪ଟି ଜିଲ୍ଲାକୁ ମୌସୁମୀ ବାୟୁ ଛୁଇଁଥିବା ଜଣାପଡ଼ିଛି । ଅନ୍ୟ ୬ଟି ଜିଲ୍ଲା- ମୟୁରଭଞ୍ଜ,...
ଅଗ୍ରସର ହେଉଛି ମୌସୁମୀ, ୫ ଦିନ ହେବ ପ୍ରବଳ ବର୍ଷା
ନୂଆଦିଲ୍ଲୀ, ୨୧।୬: ଦେଶରେ ଦ୍ରୁତଗତିରେ ଅଗ୍ରସର ହେଉଛି ମୌସୁମୀ । ଯାହା ଫଳରେ ବିଭିନ୍ନ ରାଜ୍ୟରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଜଣାପଡ଼ିଛି । ଉତ୍ତର ପ୍ରଦେଶ, କେରଳ, ତଟବର୍ତ୍ତୀ କର୍ଣ୍ଣାଟକ, ଗୋଆରେ ଆଗମୀ...
ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା
ଭୁବନେଶ୍ୱର, ୧୯।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ...
ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର,୧୩ା୬: ଆଗାମୀ ୫ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ହିଟ୍ଓ୍ବେଭ୍ ଓ୍ବାର୍ନିଂ ଜାରି ହୋଇଛି। ଚଳିତବର୍ଷ...
୩ରୁ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, କିଛି ଜିଲାରେ କାଳବୈଶାଖୀ
ଭୁବନେଶ୍ୱର,୫ା୬: ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ।...
ଆଉ ୪ ଦିନ ଗୁଳୁଗୁଳି, ଏହିଦିନ ଓଡ଼ିଶା ଆସିବ ମୌସୁମୀ
ଭୁବନେଶ୍ୱର, ୩୧।୫(ଅସମାପିକା ସାହୁ): ପଶ୍ଚିମରେ ଅସମ୍ଭାଳ ତାତି ଓ ଉପକୂଳରେ ପ୍ରବଳ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଛଟପଟ ହେଉଛି ସାରା ଓଡ଼ିଶା। ଗୁରୁବାର ରାଜ୍ୟରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ପାରଦ ୪୭ ଡିଗ୍ରୀକୁ...
କେରଳ ଛୁଇଁଲା ମୌସୁମୀ
ଥିରୁଭାନନ୍ତପୁରମ୍,୩୦ା୫: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର କେରଳ ଛୁଇଁଛି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, କେରଳରେ ସ୍ବାଭାବିକଠାରୁ ୬ ପ୍ରତିଶତ ବୃଷ୍ଟିପାତ ହେବ। ମୌସୁମୀ ପ୍ରଭାବରେ...
ଏହିଦିନ କେରଳ ଛୁଇଁବ ମୌସୁମୀ
ନୂଆଦିଲ୍ଲୀ,୨୭ା୫: ଭାରତ ପାଣିପାଗ ବିଭାଗ (ଆଇଏମ୍ଡି)ମୌସୁମୀକୁ ନେଇ ଏକ ବଡ଼ ସୂଚନା ଜାରି କରିଛି। ଆଇଏମ୍ଡି ଅନୁଯାୟୀ, ଆସନ୍ତା ୫ ଦିନ ମଧ୍ୟରେ ମୌସୁମୀ କେରଳରେ ପହଞ୍ଚିପାରେ। ପାଣିପାଗ ବିଜ୍ଞାନୀମାନେ କହିଛନ୍ତି ଯେ, ଏହି ସମୟ ମଧ୍ୟରେ ପାଣିପାଗ ଅନୁକୂଳ...
‘ଲା ନିନା’, ପ୍ରଭାବରେ ସଅଳ ଆସିବ ମୌସୁମୀ, ପ୍ରବଳ ବର୍ଷିବା ସମ୍ଭାବନା
ନୂଆଦିଲ୍ଲୀ,୧୧।୪: ଭାରତୀୟ ପାଣିପାଗ ବିଭାଗ ଖୁବଶୀଘ୍ର ବହୁ ପ୍ରତୀକ୍ଷିତ ମୌସୁମୀ ଆଗମନକୁ ନେଇ ଆଗୁଆ ଆକଳନ ସୂଚନା ଦେଇପାରେ। ଏହାପୂର୍ବରୁ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି ଯେ ଭାରତ ମହାସାଗର ପାଣିପାଗ ସ୍ଥିତି ଏବଂ ଲା ନିନା ସ୍ଥିତିର ଏକକାଳୀନ ସକ୍ରିୟତା...
ଏ ବର୍ଷ ଭଲ ମୌସୁମୀ ବର୍ଷା: ଦୁର୍ବଳ ହେଉଛି ଏଲ୍ ନିନୋ ସ୍ଥିତି
ନୂଆଦିଲ୍ଲୀ,୧୧।୨(ପି.ଟି.) ୨୦୨୩ରେ ପ୍ରବଳ ଗ୍ରୀଷ୍ମପ୍ରବାହ ପରେ ଆସନ୍ତା ଜୁନ୍ ସୁଦ୍ଧା ଏଲ୍ ନିନୋ ସ୍ଥିତି ଦୁର୍ବଳ ହେବାକୁ ଥିବାରୁ ଚଳିତବର୍ଷ ଭଲ ମୌସୁମୀ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନୀମାନେ ପୂର୍ବାନୁମାନ କରିଛନ୍ତି। ପ୍ରଶାନ୍ତ ମହାସାଗରର ବିଷୁବ ମଣ୍ଡଳୀୟ ଅଞ୍ଚଳକୁ...
Archives


