Tag Archives: monsoon

ଅଗ୍ରସର ହେଉଛି ମୌସୁମୀ, ୫ ଦିନ ହେବ ପ୍ରବଳ ବର୍ଷା

ନୂଆଦିଲ୍ଲୀ, ୨୧।୬: ଦେଶରେ ଦ୍ରୁତଗତିରେ ଅଗ୍ରସର ହେଉଛି ମୌସୁମୀ । ଯାହା ଫଳରେ ବିଭିନ୍ନ ରାଜ୍ୟରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଜଣାପଡ଼ିଛି । ଉତ୍ତର ପ୍ରଦେଶ, କେରଳ, ତଟବର୍ତ୍ତୀ କର୍ଣ୍ଣାଟକ, ଗୋଆରେ ଆଗମୀ ୫…

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା

ଭୁବନେଶ୍ୱର, ୧୯।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୧୩ା୬: ଆଗାମୀ ୫ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ହିଟ୍‌ଓ୍ବେଭ୍‌ ଓ୍ବାର୍ନିଂ ଜାରି ହୋଇଛି। ଚଳିତବର୍ଷ ରଜରେ…

୩ରୁ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, କିଛି ଜିଲାରେ କାଳବୈଶାଖୀ

ଭୁବନେଶ୍ୱର,୫ା୬: ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ। ଓଡ଼ିଶାକୁ…

ଆଉ ୪ ଦିନ ଗୁଳୁଗୁଳି, ଏହିଦିନ ଓଡ଼ିଶା ଆସିବ ମୌସୁମୀ

ଭୁବନେଶ୍ୱର, ୩୧।୫(ଅସମାପିକା ସାହୁ): ପଶ୍ଚିମରେ ଅସମ୍ଭାଳ ତାତି ଓ ଉପକୂଳରେ ପ୍ରବଳ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଛଟପଟ ହେଉଛି ସାରା ଓଡ଼ିଶା। ଗୁରୁବାର ରାଜ୍ୟରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ପାରଦ ୪୭ ଡିଗ୍ରୀକୁ ଛୁଇଁଛି।…

କେରଳ ଛୁଇଁଲା ମୌସୁମୀ

ଥିରୁଭାନନ୍ତପୁରମ୍‌,୩୦ା୫: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର କେରଳ ଛୁଇଁଛି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, କେରଳରେ ସ୍ବାଭାବିକଠାରୁ ୬ ପ୍ରତିଶତ ବୃଷ୍ଟିପାତ ହେବ। ମୌସୁମୀ ପ୍ରଭାବରେ ସାରା…

ଏହିଦିନ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୭ା୫: ଭାରତ ପାଣିପାଗ ବିଭାଗ (ଆଇଏମ୍‌ଡି)ମୌସୁମୀକୁ ନେଇ ଏକ ବଡ଼ ସୂଚନା ଜାରି କରିଛି। ଆଇଏମ୍‌ଡି ଅନୁଯାୟୀ, ଆସନ୍ତା ୫ ଦିନ ମଧ୍ୟରେ ମୌସୁମୀ କେରଳରେ ପହଞ୍ଚିପାରେ। ପାଣିପାଗ ବିଜ୍ଞାନୀମାନେ କହିଛନ୍ତି ଯେ, ଏହି ସମୟ ମଧ୍ୟରେ ପାଣିପାଗ ଅନୁକୂଳ ରହିବ।…

‘ଲା ନିନା’, ପ୍ରଭାବରେ ସଅଳ ଆସିବ ମୌସୁମୀ, ପ୍ରବଳ ବର୍ଷିବା ସମ୍ଭାବନା

ନୂଆଦିଲ୍ଲୀ,୧୧।୪: ଭାରତୀୟ ପାଣିପାଗ ବିଭାଗ ଖୁବଶୀଘ୍ର ବହୁ ପ୍ରତୀକ୍ଷିତ ମୌସୁମୀ ଆଗମନକୁ ନେଇ ଆଗୁଆ ଆକଳନ ସୂଚନା ଦେଇପାରେ। ଏହାପୂର୍ବରୁ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି ଯେ ଭାରତ ମହାସାଗର ପାଣିପାଗ ସ୍ଥିତି ଏବଂ ଲା ନିନା ସ୍ଥିତିର ଏକକାଳୀନ ସକ୍ରିୟତା ଦ୍ୱାରା…

ଏ ବର୍ଷ ଭଲ ମୌସୁମୀ ବର୍ଷା: ଦୁର୍ବଳ ହେଉଛି ଏଲ୍‌ ନିନୋ ସ୍ଥିତି

ନୂଆଦିଲ୍ଲୀ,୧୧।୨(ପି.ଟି.) ୨୦୨୩ରେ ପ୍ରବଳ ଗ୍ରୀଷ୍ମପ୍ରବାହ ପରେ ଆସନ୍ତା ଜୁନ୍‌ ସୁଦ୍ଧା ଏଲ୍‌ ନିନୋ ସ୍ଥିତି ଦୁର୍ବଳ ହେବାକୁ ଥିବାରୁ ଚଳିତବର୍ଷ ଭଲ ମୌସୁମୀ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନୀମାନେ ପୂର୍ବାନୁମାନ କରିଛନ୍ତି। ପ୍ରଶାନ୍ତ ମହାସାଗରର ବିଷୁବ ମଣ୍ଡଳୀୟ ଅଞ୍ଚଳକୁ ଉତ୍ତପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?