ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ… କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ କ୍ଲଷ୍ଟରସ୍ତରୀୟ ବୈଠକ ବୋରପଦର ପଞ୍ଚାୟତର ଅଗାଧୁପୁର ପ୍ରାଥମିକ ବିଦ୍ୟାଳୟଠାରେ ଆୟୋଜିତ ହୋଇଥିଲା। ବୈଠକରେ…