ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ । ସେ କହିଛନ୍ତି ଯେ, କଂଗ୍ରେସ ନୁହେଁ OJCରୁ ସୋଫିଆ ଲଢିବେ । ବାରବାଟୀ…