ଫେସବୁକରୁ ପ୍ରେମ…ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ଉପଜିଲାପାଳଙ୍କ ନାଁରେ ବଳାତ୍କାର ଅଭିଯୋଗ ଭୋପାଳ,୪।୬: ମଧ୍ୟପ୍ରଦେଶର ମୋରେନାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଉପଜିଲାପାଳଙ୍କ ବିରୋଧରେ ବିବାହର ପ୍ରଲୋଭନ ଦେଖାଇ ଜଣେ ଯୁବତୀଙ୍କୁ ବଳାତ୍କାର କରିବାର ଗୁରୁତର ଅଭିଯୋଗ ଆସିଛି । ପୀଡିତାଙ୍କ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପୋଲିସ…