ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି… ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ ସକାଳୁଆ ପାଠପଢ଼ା ଆରମ୍ଭ ହେବ। ବଢୁଥିବା ଖରାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୱାସ୍ଥ୍ୟ…