ରୁଷିଆରେ ଡିଜିଟାଲ୍ ଷ୍ଟ୍ରାଇକ୍: ଡ୍ରୋନ୍ ମାଡ଼ ଭୟରେ ଇଣ୍ଟରନେଟ୍ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ? ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂଆ ମୋଡ଼ ନେଇଛି। ଏହି ଯୁଦ୍ଧକାଳୀନ…