Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍ ସର୍ଭାରୋଭ ମସ୍କୋରେ ଏକ ସନ୍ଦିଗ୍ଧ କାର୍ ବୋମା ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି ।...