୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା! ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ। ଦେଶ ଏବଂ ବିଶ୍ୱ ଉଭୟ ଏକ ଦ୍ରୁତ ଗତିରେ ପରିବର୍ତ୍ତିତ ପ୍ରଯୁକ୍ତିବିଦ୍ୟା ଯୁଗରେ ପ୍ରବେଶ…