ଇତିହାସ ରଚିଲା ଭାରତ: ଭାଙ୍ଗିଗଲା ବିଶ୍ୱରେକର୍ଡ, କ୍ରିକେଟ ଇତିହାସରେ ପ୍ରଥମଥର ଘଟିଲା… ମୁମ୍ବାଇ,୬।୩: ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଟି୨୦ ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲ କ୍ରିକେଟ ଇତିହାସର ସବୁଠାରୁ ରୋମାଞ୍ଚକର ଏବଂ ଉଚ୍ଚ ସ୍କୋରିଂ ମ୍ୟାଚ ମଧ୍ୟରୁ ଗୋଟିଏ ପ୍ରମାଣିତ ହୋଇଥିଲା। ଭାରତ ଇଂଲଣ୍ଡକୁ ମାତ୍ର ୭ ରନରେ ପରାସ୍ତ କରି ଫାଇନାଲକୁ…