ଆଜି ଓଡ଼ିଶା ଆସିବେ ମୋଦି: ବିଶାଳ ଜନସମାଗମ ସମ୍ଭାବନା
ଭୁବନେଶ୍ୱର, ୨୭।୯(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ...
ବନ୍ୟା ଆଶଙ୍କା, ପ୍ରସ୍ତୁତ ରୁହ:୧୭ ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୭ା୯(ସୁନିତ୍ ମିଶ୍ର):ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୩ ଜିଲା କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବା ଆଶଙ୍କା ରହିଛି। ସେହିପରି ୧୪ ଜିଲା ଯଥା- ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା,...


