ନିଜର ସମସ୍ତ ପରିବାର ତଥା ଆତ୍ମୀୟସ୍ବଜନଙ୍କ ସହ ସମ୍ପର୍କ ଛିନ୍ନ କଲେ ପବନ ସିଂହ; ନିଜ ମା’ ଏବଂ ଭାଇଙ୍କ ଉଦ୍ଦେଶ୍ୟରେ ଲେଖିଲେ ଭାବପ୍ରବଣ ପୋଷ୍ଟ
ପାଟନା,୨୯।୧୧: ଭୋଜପୁରୀ ଚଳଚ୍ଚିତ୍ର ଜଗତର ଜଣେ ଜଣାଶୁଣା ଅଭିନେତା ତଥା ଗାୟକ ପବନ ସିଂହ, ନିଜ ପାରିବାରିକ ଏବଂ ବ୍ୟକ୍ତିଗତ ଜୀବନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ରହିଛନ୍ତି। ଏହି ଚର୍ଚ୍ଚାର କାରଣ ହେଉଛି ସୋସିଆଲ ମିଡିଆରେ ତାଙ୍କର ଏକ ପୋଷ୍ଟ,…

