ବଲାଙ୍ଗୀର ହସ୍ପିଟାଲରେ ଅଘଟଣ: ଶିଶୁ ସହ ମା’ର ମୃତ୍ୟୁ ପରେ ସ୍ବାମୀଙ୍କୁ ମାଡ଼ ଅଭିଯୋଗ
ବଲାଙ୍ଗୀର,୨୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟସ୍ଥିତ ଶିଶୁ ଓ ମାତୃ ହସ୍ପିଟାଲରେ ଗୁରୁବାର ଶିଶୁ ଓ ମା’ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗତ ରବିବାର କଣ୍ଟାବାଞ୍ଜି ଆଶ୍ରମପଡ଼ାର ଅନୀଲ ବେହେରାଙ୍କ ସ୍ତ୍ରୀ ମଞ୍ଜୁଲତାଙ୍କ ଗର୍ଭରେ…

