ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଡା ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’ ଓ ଝିଅଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ସ୍ଥାନୀୟ ଗ୍ରାମବାସୀ…