୯୦ ବର୍ଷରେ ଡେବ୍ୟୁ କରିବେ ଆମିରଙ୍କ ମାଆ ମୁମ୍ବାଇ,୭।୬: ଅଭିନେତା ଆମିର ଖାନ ଆଜିକାଲି ତାଙ୍କ ଆଗାମୀ ଫିଲ୍ମ ସିତାରେ ଜମିନ ପର ପାଇଁ ଖବରରେ ଅଛନ୍ତି। ଏହି ଫିଲ୍ମ କେବଳ ଏହାର ବିଶେଷ କାହାଣୀ ପାଇଁ ନୁହେଁ ବରଂ ଉତ୍କୃଷ୍ଟ କ୍ୟାମିଓ ପାଇଁ ମଧ୍ୟ ଲଗାତାର ଖବରରେ...