Tag Archives: mother in law

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା ଘଟଣା ଭାଇରାଲ ହୋଇଛି। ବୃଦ୍ଧାଙ୍କ ଓଜନରେ ନଇଁ ପଡ଼ୁଥିବା ମହିଳା ଜଣକ ଜଙ୍ଗଲ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ ଗ୍ରାମର ବାସିନ୍ଦା ସିକନ୍ଦର ମଣ୍ଡଳଙ୍କ ସ୍ତ୍ରୀ କୃପା କୁମାରୀ ତାଙ୍କ ଜ୍ୱାଇଁ ବିଜୟ…

ଗର୍ଭବତୀ ବୋହୂଙ୍କୁ ଗୋଇଠା ମାରିଲେ ଶାଶୁ, ମୃତ ଛୁଆକୁ ଜନ୍ମ ଦେଇ ଚାଲିଗଲା ମା’ର ଜୀବନ

ମହାକାଳପଡ଼ା,୪। ୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ବତିଘର ପଞ୍ଚାୟତ କୋଚିଳା ବେଲାରୀ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ ତାପସ ଗିରିଙ୍କୁ ୨ ବର୍ଷ ପୂର୍ବେ ହରିଆବାଙ୍କ ଗ୍ରାମର ସହଦେବ ଆଡିଙ୍କ ଝିଅ ମଞ୍ଜୁଲତା…

ଯୌତୁକ ପାଇଁ ବୋହୂଙ୍କୁ ମାଡ଼: ଶାଶୁଘର ଲୋକଙ୍କ ନାଁରେ ମାମଲା

ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁମାରଡ଼ା ଗ୍ରାମର ଶିକ୍ଷକ ସନ୍ତୋଷ ଓରଫ ଦେବୀ ପ୍ରସାଦ ପଟ୍ଟନାୟକ ତାଙ୍କ ସ୍ତ୍ରୀ ସାଲୋନିଙ୍କୁ ଯୌତୁକ ନିର୍ଯାତନା ଦେବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ସାଲୋନି…

ସୀମା ଟପିଲା ନିର୍ଯାତନା, ମୋ’ ଝିଅକୁ ମାରିଦେଲେ ଶାଶୁଘର ଲୋକେ, ଅଭିଯୋଗ ଆଣି ବାପା କହିଲେ ସାଂଘାତିକ କଥା…

କେସିଙ୍ଗା,୧୧ା୯(ତୁମେଶ୍ୱର ସାହୁ): ସୀମା ଟପିଗଲା ଯୌତୁକ ନିର୍ଯାତନା। ୧ ଲକ୍ଷ ଟଙ୍କା ପାଇଁ ଶାଶୁଘର ଲୋକେ ଆମ ଝିଅକୁ ମାରି ଦେଇଛନ୍ତି ବୋଲି ବାପଘର ଲୋକ ଅଭିଯୋଗ ଆଣି କହିଛନ୍ତି। ଏନେଇ ମୃତ ଝିଅଙ୍କ ବାପା କେସିଙ୍ଗା ଥାନାରେ ଗୁରୁବାର ଲିଖିତ…

ବୋହୂଙ୍କ ଝୁଲନ୍ତା ମୃତଦେହ ଦେଖି ଟଳିପଡ଼ିଲେ ଶାଶୁ

ବଲାଙ୍ଗୀର,୨୪ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗର ପଡ଼ାରେ ଅଭାବନୀୟ ଘଟଣା ଘଟିଛି। ଜଣେ ବୋହୂଙ୍କ ଝୁଲନ୍ତା ମୃତଦେହ ଦେଖି ଘଟଣାସ୍ଥଳରେ ଟଳିପଡ଼ିଛନ୍ତି ଶାଶୁ। ମୃତ ବୋହୂ ଆନନ୍ଦିନୀ ସାହୁ ଏବଂ ଶାଶୁଙ୍କ ନାଁ ଜମ୍ବୁବତୀ ସାହୁ। ବୋହୁ ଆନନ୍ଦିନୀଙ୍କ ମୃତଦେହ ଘରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri