ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ ସାବିତ୍ରୀ ଦେବୀଙ୍କ ପରଲୋକ, ୯୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ
ଲକ୍ଷ୍ନୌ,୨୦।୧୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କର ୯୧ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ ଉତ୍ତରାଖଣ୍ଡରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ମାଆଙ୍କ ଦେହାନ୍ତ ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌରେ ଏକ ସରକାରୀ…

