‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’ ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ସଭାପତିତ୍ୱ କରି ନିଜ ମାତୃଭାଷା ଯେତେ…