୬ ପୁଅ ଥାଇ ପରଘରୁ ମାଗିଯାଚି ପେଟ ପୋଷୁଛନ୍ତି ମା’
ମହାକାଳପଡ଼ା,୨୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମା’ଟିଏ ଚାହେଁ ମୋ ପରିବାର ପିଲାମାନେ ଭଲରେ ରୁହନ୍ତୁ। ମା’ଙ୍କ ଆଶୀର୍ବାଦ ପିଲାମାନଙ୍କ ପାଖରେ ଥାଏ। ହେଲେ ମା’ ବୟସର ଅପରାହ୍ନରେ ପହଞ୍ଚତ୍ଲା ବେଳେ ସାହାର ଦେବା ପରିବର୍ତ୍ତେ ଝିଅ ଓ ପୁଅ ଭୁଲି...
ଅଧାରେ ରହିଗଲା ମା’ଙ୍କୁ ଡାକ୍ତର ଦେଖାଇବା, ଦୁର୍ଘଟଣାରେ ଚାଲିଗଲା ଜୀବନ
ଆନନ୍ଦପୁର,୧୧ା୫(ସୁଶାନ୍ତ କୁମାର ସାହୁ): ମା’ଙ୍କୁ ଡାକ୍ତର ଦେଖାଇବାକୁ ବାହାରି ଥିଲେ ସପରିବାର। ହେଲେ ଦୁର୍ଘଟଣାରେ ଚାଲିଗଲା ମା’ଙ୍କ ଜୀବନ। ସେପଟେ ପୁଅ ଓ ନାତୁଣୀ ଗୁରୁତର ହୋଇଥିବା ବେଳେ ବୋହୂ ଓ ଝିଅ ଆହତ ହୋଇଛନ୍ତି। ହେଲେ ଦେଢ଼ବର୍ଷର ନାତି...
ହାଇକୋର୍ଟଙ୍କ ଗୁରୁତ଼୍ବପୂର୍ଣ୍ଣ ରାୟ, ଏଥର ମିଳିବ ୬ମାସ ଛୁଟି
ଭୁବନେଶ଼୍ବର, ୦୬।୦୭: ସରୋଗେସିରେ ମାଆ ହେଉଥିବା ମହିଳା କର୍ମଚାରୀଙ୍କ ପାଇଁ ମାତୃକାଳୀନ ଛୁଟିକୁ ନେଇ ଓଡ଼ିଶା ହାଇକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି । କୋର୍ଟ ତାଙ୍କ ନିଷ୍ପତ୍ତିରେ କହିଛନ୍ତି ଯେ, ସରୋଗେସି ପଦ୍ଧତିରେ ମାଆ ହେଉଥିବା ମହିଳା କର୍ମଚାରୀ...
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ମା’-ପୁଅଙ୍କ ଜୀବନ
ଛତ୍ରପୁର,୧୧ା୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ ରଘୁନାଥପୁର ଛକ ନିକଟ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥରେ ଶନିବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ ମାଟିଖାଲ ଗ୍ରାମର...
ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା
ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ମୃତା ମା’ ହେଲେ ଶଶିରେଖା ବାରିକ(୫୫) ଓ ପୁଅ ରବୀନ୍ଦ୍ର (୨୫)। ସୂଚନାନୁଯାୟୀ,...
କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ
ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି। ମଝିପାଳ ଗ୍ରାମର ବିଭୂତି ଭୂଷଣ ଦାଶଙ୍କ ପତ୍ନୀ ଦୁର୍ଗାବତୀ (୮୬) ଓ ବିବାହିତା...
ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ
କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି ଅଭାବନୀୟ ଘଟଣା ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମ୍ବାଗୁଡ଼ା ଗ୍ରାମରେ ଦେଖିବାକୁ...
ମା-ବାପାଙ୍କ ଜୀବନ ନେଲେ ପୁଅ
କେନ୍ଦୁଝର,୨୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା ଅନ୍ତର୍ଗତ କାଳିକା ପ୍ରସାଦ ପଞ୍ଚାୟତ ବସିରା ଗ୍ରାମରେ ପୁଅ ଆକ୍ରମଣରେ ମା ଓ ବାପାଙ୍କ ଶୋଚନୀୟ ମୃତ୍ୟୁ ଘଟିବା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରବିବାର ସକାଳେ ଏହି ଘଟଣା ଘଟିଛି।...
ଶିଶୁକୁ ଶୁଆଇବା ପରିବର୍ତ୍ତେ ଭୁଲ୍ରେ ମାଇକ୍ରୋ ଓଭାନରେ ରଖିଦେଲେ ମା’, ଆଉ ତା’ ପରେ…
ଓ୍ବାଶିଂଟନ,୧୧ା୨: ଆଜିକାଲି ଦେଶ ତଥା ବିଶ୍ୱର ଅନେକ ସ୍ଥାନରେ ଏମିତି କିଛି ଘଟଣା ଘଟୁଛି ଯାହା ଅଜବ ଏବଂ ଚକିତ କରିଦେଉଛି। ଆମେରିକାର ମିଜୁରୀରେ ମଧ୍ୟ ଏହିପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ମା’ ହଠାତ୍ ନିଜ...
Archives


