ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି ହଠାତ ହାଇ ସିକ୍ୟୁରିଟି ଜୋନ (ଡି ଏରିଆ) ଭିତରକୁ ପ୍ରବେଶ କରିଥିଲେ। ଘଟଣାସ୍ଥଳରେ ନିୟୋଜିତ…