ମୋତିସନ୍ସ ଜୁଏଲର୍ସ ଶେୟାର ତାଲିକାଭୁକ୍ତ ହେବା ମାତ୍ରେ ମାଲାମାଲ ହେଲେ ନିବେଶକ ମୁମ୍ବାଇ,୨୬।୧୨: ଶେୟାର ମାର୍କେଟରେ ଧମାକାଦାର ଏଣ୍ଟ୍ରି କରିଛି ମୋତିସନ୍ସ ଜୁଏଲର୍ସ। ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ(ଏନଏସଇ)ରେ କମ୍ପାନୀର ଶେୟାର ୯୮.୧୮% ପ୍ରିମିୟମ ସହିତ ୧୦୯ ଟଙ୍କାରେ ତାଲିକାଭୁକ୍ତ ହୋଇଥିଲା। ସେହିଭଳି ବମ୍ବେ ଷ୍ଟକ ଏକ୍ସଚେଞ୍ଜ(ବିଏସଇ)ରେ ୧୦୩.୯୦ ଟଙ୍କାରେ ତାଲିକାଭୁକ୍ତ ହୋଇଥିଲା। ପୂର୍ବରୁ...