ବାରମ୍ବାର ପାଟିରେ ଘା’ ହେଉଥିଲେ ରୁହନ୍ତୁ ସାବଧାନ! ହୋଇପାରେ ଏହି ସାଂଘାତିକ ରୋଗର ଲକ୍ଷଣ ପାଟିରେ ଘା’ ହେବା ସାଧାରଣ କଥା, କିନ୍ତୁ କେତେକ ସମୟରେ ଏହି ଘା’ ଏକ ଗମ୍ଭୀର ରୋଗର ଲକ୍ଷଣ ମଧ୍ୟ ହୋଇପାରେ। ତେଣୁ ପାଟି ଘା’ ବିଷୟରେ କେବେବି ଅସାବଧାନ ହେବାର ଭୁଲ କରନ୍ତୁ ନାହିଁ। ଯଦି ଆପଣଙ୍କର ଗ୍ରୀଷ୍ମ...