ସୋନିଆଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ନୂଆଦିଲ୍ଲୀ,୩।୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ୩୧ ତାରିଖରେ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ଅଭିଭାଷଣ ରଖିବା ପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ତାଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ମୁଣ୍ଡ ଟେକିଛି। ରାଷ୍ଟ୍ରପତିଙ୍କ ପ୍ରତି ସୋନିଆଙ୍କ ଅପମାନଜନକ ମନ୍ତବ୍ୟକୁ...