ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ ବାଦଶାହା ଶାହାରୁଖ ଏହି ଯୁଦ୍ଧ ଦେଖି ଭୟଭୀତ ହୋଇପଡ଼ିଛନ୍ତି। ସେ ତାଙ୍କ ଆକ୍ସନ-ଥ୍ରୀଲର…