Dunki Movie Ticket: ମାଗଣାରେ ଦେଖନ୍ତୁ ‘ଡଙ୍କି’; ମିଳୁଛି ଜବରଦସ୍ତ ଅଫର, ଏଭଳି କରନ୍ତୁ ବୁକିଂ ବମ୍ବେ: ବଲିଉଡ ଅଭିନେତା ଶାହାରୁଖ ଖାନ୍ ଏବଂ ତାପସୀ ପନ୍ନୁ ଅଭିନୀତ ଫିଲ୍ମ ‘ଡଙ୍କି’ ରିଲିଜ ହୋଇଛି। ଦିର୍ଘଦିନ ଧରି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଭିନ୍ନ କ୍ରେଜ୍ ଥିଲା। ଏହାର ପରିଣାମସ୍ବରୂପ ସିନେମାହଲ୍ଗୁଡ଼ିକରେ ଦର୍ଶକଙ୍କ ଗହଳି ଦେଖିବାକୁ ମିଳୁଛି।...