ଚଳନ୍ତା ଟ୍ରେନ ଉପରେ ଖସିପଡ଼ିଲା କ୍ରେନ, ୨୨ ମୃତ ୩୦ରୁ ଅଧିକ ଆହତ ବ୍ୟାଙ୍କକ,୧୪।୧: ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକରେ ଏକ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୨୨ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସ କହିଛି ଯେ ଏହି ଦୁର୍ଘଟଣାରେ ୩୦ ଜଣ ଆହତ ହୋଇଛନ୍ତି। ଏଏଫପିର ସୂଚନା ଅନୁଯାୟୀ, ବ୍ୟାଙ୍କକରୁ ଉତ୍ତର-ପୂର୍ବ ଥାଇଲ୍ୟାଣ୍ଡକୁ…