ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବଡ଼ ଦାବି କଲେ ଧର୍ମେନ୍ଦ୍ର, ଚାରିଆଡ଼େ ଚର୍ଚ୍ଚା…
ଭୁବନେଶ୍ୱର,୧୫।୧୦: ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଲେଖିଛନ୍ତି। ଚିଠିରେ ଧର୍ମେନ୍ଦ୍ର ଜାତୀୟ ଓ ରାଜ୍ୟ ରାଜପଥରେ ବେଆଇନ ପାର୍କିଂ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ଏପରିକି ରାଜପଥରେ ବେଆଇନ ପାର୍କିଂ ପାଇଁ…

