ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି… ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏଥିସହ ଏହାର ପ୍ରତିବାଦରେ ଜିଲା ବିଜେଡି ପକ୍ଷରୁ ନିଶିକାନ୍ତ ଦୁବେଙ୍କ…