ଗଞ୍ଜାମ ବ୍ଲକର ଅନେକ ଗାଁ ଜଳବନ୍ଦୀ, ବନ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ଏମ୍ପି ପ୍ରଦୀପ ପାଣିଗ୍ରାହୀ
ଗଞ୍ଜାମ,୩୦ା୧୦(ଅନାଥ ତରାଇ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ଋଷିକୂଲ୍ୟା ନଦୀର ବନ୍ୟାଜଳ ଯୋଗୁ ଗଞ୍ଜାମ ବ୍ଲକ୍ର ଅନେକ ଗାଁ ଜଳବନ୍ଦୀ ହୋଇପଡ଼ିଛି। ୟୁଡ଼ିଏସପୁର, ବରପଲ୍ଲୀ ସମେତ ବ୍ଲକ୍ର ଅନେକ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବାରୁ ଲୋକେ ନାନା ସମସ୍ୟାର…

