ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍ପି, ଏବେ ମାତ୍ର… କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍କା। ଦଳର ଏମ୍ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି। ଏହି କ୍ରମରେ ଏବେ ରାଜ୍ୟସଭା ଏମ୍ପି ପ୍ରକାଶ ବରାଇକ ଟିଏମ୍ସିରୁ ଇସ୍ତଫା ଦେଇଛନ୍ତି।…